ବିଚାରକର୍ତ୍ତା 11:3 - ଓଡିଆ ବାଇବେଲ3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଯିପ୍ତହ ଆପଣା ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ ଦେଶରେ ବାସ କଲେ; ତହିଁରେ କେତେଗୁଡ଼ିଏ ଅଦରକାରୀ ଲୋକ ଯିପ୍ତହ ସଙ୍ଗେ ମିଳି ତାଙ୍କର ସହଚର ହେଲେ। Viz kapitolaପବିତ୍ର ବାଇବଲ3 ସେଥିରେ ଯିପ୍ତହ ନିଜର ଭାଇମାନଙ୍କ ସମ୍ମୁଖରୁ ପଳାଇ ଟୋବ୍ ଦେଶରେ ବାସ କଲା। ସେଥିରେ କେତେ ଗୁଡ଼ିଏ ଅଗାଡ଼ି ଲୋକ ଯିପ୍ତହ ସଙ୍ଗେ ମିଳି ତାହାଙ୍କ ସହଚର ହେଲେ। Viz kapitola |