ବିଚାରକର୍ତ୍ତା 11:37 - ଓଡିଆ ବାଇବେଲ37 ଆହୁରି ସେ ଆପଣା ପିତାକୁ କହିଲା, ମୋ’ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି। Viz kapitolaପବିତ୍ର ବାଇବଲ (Re-edited) - (BSI)37 ଆହୁରି ସେ ଆପଣା ପିତାକୁ କହିଲା, ମୋʼ ପାଇଁ ଏହି କଥା କରାଯାଉନ୍ତମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ଵ ବିଷୟରେ ବିଳାପ କରିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT37 ଆହୁରି ସେ ଆପଣା ପିତାକୁ କହିଲା, “ମୋʼ ପାଇଁ ଏହି କଥା କରାଯାଉ; ମୋତେ ଦୁଇ ମାସ ଛାଡ଼ିଦିଅ, ତହିଁରେ ମୁଁ ଆପଣା ସଖୀମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ଆପଣା କୁମାରୀତ୍ୱ ବିଷୟରେ ବିଳାପ କରିବି।” Viz kapitolaପବିତ୍ର ବାଇବଲ37 ସେ ଆହୁରି ତାଙ୍କ ପିତାଙ୍କୁ କହିଲା, “କିନ୍ତୁ ପ୍ରଥମେ ମୋ’ ପାଇଁ ଏହିପରି କର। ମୋତେ ପ୍ରଥମେ ଦୁଇମାସ ଏକୁଟିଆ ରହିବାକୁ ଦିଅ। ତହିଁରେ ମୁଁ ମୋର ସାଙ୍ଗମାନଙ୍କ ସଙ୍ଗରେ ପର୍ବତମୟ ସ୍ଥାନକୁ ଯାଇ ନିଜର କୁମାରିତ୍ୱ ବିଷୟରେ ବିଳାପ କରିବି।” Viz kapitola |