ବିଚାରକର୍ତ୍ତା 11:40 - ଓଡିଆ ବାଇବେଲ40 ସେହିଦିନ ଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)40 ତଦବଧି ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT40 ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ଇସ୍ରାଏଲୀୟ କନ୍ୟାମାନେ ବର୍ଷକୁ ବର୍ଷ ଗିଲୀୟଦୀୟ ଯିପ୍ତହ-କନ୍ୟାର ଗୁଣ କୀର୍ତ୍ତନ କରିବାକୁ ବର୍ଷରେ ଚାରି ଦିନ ଯିବାର ରୀତି ଇସ୍ରାଏଲ ମଧ୍ୟରେ ଚଳିଲା। Viz kapitolaପବିତ୍ର ବାଇବଲ40 ପ୍ରତି ବର୍ଷ ଇସ୍ରାଏଲୀୟ କନ୍ୟାମାନେ ଗିଲିୟଦୀୟ ଯିପ୍ତହ କନ୍ୟାର ଦୁଃଖର ସ୍ମରଣାତ୍ସବକୁ ବର୍ଷକେ ଗ୍ଭରି ଦିନ ପାଇଁ ପାଳନ କଲେ। ଏହା ସେଠାରେ ଏକ ପରମ୍ପରା ହେଲା। Viz kapitola |