ବିଚାରକର୍ତ୍ତା 11:5 - ଓଡିଆ ବାଇବେଲ5 ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)5 ପୁଣି ଅମ୍ମୋନ୍-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ୍ ଦେଶରୁ ଆଣିବାକୁ ଗଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ପୁଣି ଅମ୍ମୋନ-ସନ୍ତାନଗଣ ଯେତେବେଳେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ସେତେବେଳେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ ଟୋବ ଦେଶରୁ ଆଣିବାକୁ ଗଲେ। Viz kapitolaପବିତ୍ର ବାଇବଲ5 ଯେତେବେଳେ ଅମ୍ମୋନୀୟମାନେ ଇସ୍ରାଏଲ ସହିତ ଯୁଦ୍ଧ କଲେ, ଗିଲିୟଦର ନେତୃବର୍ଗ ପ୍ରାଚୀନବର୍ଗ ଯିପ୍ତହଙ୍କୁ ପାଇବାକୁ ଟୋବ୍ ଦେଶକୁ ଗଲେ। Viz kapitola |