ବିଚାରକର୍ତ୍ତା 11:6 - ଓଡିଆ ବାଇବେଲ6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ। Viz kapitolaପବିତ୍ର ବାଇବଲ (Re-edited) - (BSI)6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ଆଉ ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ-ସନ୍ତାନଗଣ ସହିତ ଯେପରି ଯୁଦ୍ଧ କରିବା, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।” Viz kapitolaପବିତ୍ର ବାଇବଲ6 ସେମାନେ ଯିପ୍ତହଙ୍କୁ କହିଲେ, “ଆମ୍ଭେମାନେ ଅମ୍ମୋନ ସନ୍ତାନଗଣ ସହିତ ଯେମନ୍ତ ଯୁଦ୍ଧ କରିବାକୁ ଗ୍ଭହୁଁଛୁ, ଏଥିପାଇଁ ତୁମ୍ଭେ ଆସି ଆମ୍ଭମାନଙ୍କର ଶାସନକର୍ତ୍ତା ହୁଅ।” Viz kapitola |