ବିଚାରକର୍ତ୍ତା 11:9 - ଓଡିଆ ବାଇବେଲ9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି ? Viz kapitolaପବିତ୍ର ବାଇବଲ (Re-edited) - (BSI)9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, ତୁମ୍ଭେମାନେ ତ ଅମ୍ମୋନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ଵରୂପ ହେବି? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ସେତେବେଳେ ଯିପ୍ତହ ଗିଲୀୟଦର ପ୍ରାଚୀନବର୍ଗଙ୍କୁ କହିଲେ, “ତୁମ୍ଭେମାନେ ତ ଅମ୍ମୋନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ମୋତେ ଘରକୁ ଫେରାଇ ନେଉଅଛ; ଯେବେ ସଦାପ୍ରଭୁ ମୋହର ସମ୍ମୁଖରେ ସେମାନଙ୍କୁ ସମର୍ପଣ କରିବେ, ତେବେ ସତେକି ମୁଁ ତୁମ୍ଭମାନଙ୍କର ମସ୍ତକ ସ୍ୱରୂପ ହେବି?” Viz kapitolaପବିତ୍ର ବାଇବଲ9 ଏହା ପରେ ଯିପ୍ତହ ଗିଲିୟଦର ପ୍ରାଚୀନ ନେତୃବର୍ଗମାନଙ୍କୁ କହିଲେ, “ଯଦି ତୁମ୍ଭେମାନେ ଅମ୍ମୋନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କରିବାକୁ ମୋତେ ଫେରାଇ ନେଉଛ, ଯଦି ସଦାପ୍ରଭୁ ସେମାନଙ୍କୁ ପରାସ୍ତ କରିବାକୁ ମୋତେ ସହାୟ ହୁଅନ୍ତି ତେବେ ମୁଁ ତୁମ୍ଭମାନଙ୍କର ନେତା ହେବି।” Viz kapitola |