ବିଚାରକର୍ତ୍ତା 12:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, ତୁମ୍ଭେ ଅମ୍ମୋନ୍-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଇଫ୍ରୟିମ ଲୋକମାନେ ଏକତ୍ର ହୋଇ ଉତ୍ତର ଦିଗକୁ ଗମନ କଲେ, ପୁଣି ସେମାନେ ଯିପ୍ତହଙ୍କୁ କହିଲେ, “ତୁମ୍ଭେ ଅମ୍ମୋନ-ସନ୍ତାନଗଣ ବିରୁଦ୍ଧରେ ଯୁଦ୍ଧ କରିବାକୁ ପାରି ହେବା ବେଳେ ତୁମ୍ଭ ସଙ୍ଗେ ଯିବା ପାଇଁ ଆମ୍ଭମାନଙ୍କୁ କାହିଁକି ଡାକିଲ ନାହିଁ? ଆମ୍ଭେମାନେ ତୁମ୍ଭ ଉପରେ ତୁମ୍ଭ ଘର ଅଗ୍ନିରେ ଦଗ୍ଧ କରିବା।” Viz kapitolaପବିତ୍ର ବାଇବଲ1 ଇଫ୍ରୟିମ ପରିବାରବର୍ଗ ସେମାନଙ୍କର ସୈନ୍ୟମାନଙ୍କୁ ଡାକି ଏକତ୍ରିତ କଲେ। ଏହା ପରେ ସେମାନେ ସିଫନ୍ ସହରକୁ ନଦୀ ପାରହୋଇ ଗଲେ। ସେମାନେ ଯିପ୍ତହକୁ କହିଲେ, “ଅମ୍ମୋନ ସନ୍ତାନଗଣଙ୍କ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ, ତୁମ୍ଭେ ଆମ୍ଭକୁ କାହିଁକି ଡାକିଲ ନାହିଁ? ଆମ୍ଭେ ତୁମ୍ଭ ସହିତ ତୁମ୍ଭ ଘରକୁ ପୋଡ଼ିଦେବୁ।” Viz kapitola |