Online Bible

- Reklamy -




ବିଚାରକର୍ତ୍ତା 12:15 - ଓଡିଆ ବାଇବେଲ

15 ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏ ଉତ୍ତାରେ ଫିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍ଦୋନ୍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏଥିଉତ୍ତାରେ ପିରୀୟାଥୋନୀୟ ହିଲ୍ଲେଲର ପୁତ୍ର ଅବ୍‍ଦୋନ୍‍ ମଲେ ଓ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫିରୀୟାଥୋନରେ କବର ପାଇଲେ।

Viz kapitola kopírovat

ପବିତ୍ର ବାଇବଲ

15 ଏହା ପରେ ସେ ମୃତ୍ୟୁବରଣ କରିବାରୁ ତାଙ୍କୁ ଅମାଲେକୀୟ ପର୍ବତମୟ ଦେଶ ଅନ୍ତର୍ଗତ ଇଫ୍ରୟିମ ଦେଶସ୍ଥ ଫେରିୟାଥୋନରେ କବର ଦିଆଗଲା।

Viz kapitola kopírovat




ବିଚାରକର୍ତ୍ତା 12:15

Následuj nás:

Reklamy


Reklamy