ବିଚାରକର୍ତ୍ତା 12:4 - ଓଡିଆ ବାଇବେଲ4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ। Viz kapitolaପବିତ୍ର ବାଇବଲ (Re-edited) - (BSI)4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ତେବେ ଯିପ୍ତହ ଗିଲୀୟଦର ସମସ୍ତ ଲୋକଙ୍କୁ ଏକତ୍ର କରି ଇଫ୍ରୟିମ ସହିତ ଯୁଦ୍ଧ କଲେ; ତହିଁରେ ଗିଲୀୟଦୀୟ ଲୋକମାନେ ଇଫ୍ରୟିମକୁ ପରାସ୍ତ କଲେ, କାରଣ ସେମାନେ କହିଥିଲେ, “ହେ ଇଫ୍ରୟିମ ଓ ମନଃଶିର ମଧ୍ୟବର୍ତ୍ତୀ ଗିଲୀୟଦୀୟମାନେ, ତୁମ୍ଭେମାନେ ଇଫ୍ରୟିମର ପଳାତକ ଲୋକ।” Viz kapitolaପବିତ୍ର ବାଇବଲ4 ଏହା ପରେ ଯିପ୍ତହ ଗିଲିୟଦର ସମସ୍ତ ଲୋକମାନଙ୍କୁ ଏକତ୍ରିତ କରାଇଲେ। ଏବଂ ଇଫ୍ରୟିମ ପରିବାରବର୍ଗ ବିରୁଦ୍ଧରେ ଯୁଦ୍ଧ କଲେ। ସେମାନେ ସେମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ, କାରଣ ସେମାନେ ଗିଲିୟଦର ଲୋକମାନଙ୍କୁ ଅପମାନିତ କରିଥିଲେ। ସେମାନେ କହିଲେ, “ହେ ଗିଲିୟଦର ଲୋକମାନେ, ତୁମ୍ଭେମାନେ ଇଫ୍ରୟିମ ଓ ମନଃଶିର ମଧ୍ୟରେ ବାସ କରୁଥିବା ଇଫ୍ରୟିମର ଶରଣାସ୍ଥି।” ଗିଲିୟଦର ଲୋକମାନେ ଇଫ୍ରୟିମର ଲୋକମାନଙ୍କୁ ପରାସ୍ତ କଲେ। Viz kapitola |