Online Bible

- Reklamy -




ବିଚାରକର୍ତ୍ତା 12:5 - ଓଡିଆ ବାଇବେଲ

5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ ? ଯେବେ ସେ କହିଲା, ନା;

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ ଆମ୍ଭକୁ ପାର ହୋଇ ଯିବାକୁ ଦିଅ ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, ତୁମ୍ଭେ କି ଇଫ୍ରୟିମୀୟ ଲୋକ? ଯେବେ ସେ କହିଲା, ନା;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ପୁଣି ଗିଲୀୟଦୀୟ ଲୋକମାନେ ଇଫ୍ରୟିମୀୟମାନଙ୍କ ନିକଟସ୍ଥ ଯର୍ଦ୍ଦନ ଘାଟ ହସ୍ତଗତ କଲେ; ତହିଁରେ ଇଫ୍ରୟିମର ପଳାତକ କୌଣସି ଲୋକ ଯେତେବେଳେ “ଆମ୍ଭକୁ ପାର ହୋଇ ଯିବାକୁ ଦିଅ” ବୋଲି କହିଲା, ସେତେବେଳେ ଗିଲୀୟଦର ଲୋକମାନେ ତାହାକୁ ପଚାରିଲେ, “ତୁମ୍ଭେ କି ଇଫ୍ରୟିମୀୟ ଲୋକ?” ଯେବେ ସେ କହିଲା, “ନା;”

Viz kapitola kopírovat

ପବିତ୍ର ବାଇବଲ

5 ଗିଲିୟଦର ଲୋକମାନେ ଯର୍ଦ୍ଦନ ନଦୀ ନିକଟସ୍ଥ ସ୍ଥାନକୁ ନିଜ କବଳକୁ ନେଇଗଲେ, ଯେଉଁଠାରେ ଲୋକମାନେ ଯର୍ଦ୍ଦନ ପାର ହୁଅନ୍ତି। ଇଫ୍ରୟିମର କୌଣସି ପଳାତକ ଲୋକ ନଦୀ ପାର ହୋଇଯିବାକୁ କହିଲେ, “ମୋତେ ନଦୀ ପାର ହେବାକୁ ଦିଅ।” ଗିଲିୟଦର ଲୋକମାନେ ସେମାନଙ୍କୁ ପଗ୍ଭରିଲେ, “ତୁମ୍ଭେ କ’ଣ ଇଫ୍ରୟିମ ଲୋକ?” ଯଦି ସେ କହେ “ନାଁ,”

Viz kapitola kopírovat




ବିଚାରକର୍ତ୍ତା 12:5

Následuj nás:

Reklamy


Reklamy