ବିଚାରକର୍ତ୍ତା 13:10 - ଓଡିଆ ବାଇବେଲ10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକି ସମ୍ବାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ଵାମୀକି ସମ୍ଵାଦ ଦେଇ କହିଲା, ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଣୁ ସେ ସ୍ତ୍ରୀ ଶୀଘ୍ର ଧାଇଁଯାଇ ଆପଣା ସ୍ୱାମୀକୁ ସମ୍ବାଦ ଦେଇ କହିଲା, “ଦେଖ, ସେଦିନ ଯେଉଁ ଲୋକ ମୋʼ ନିକଟକୁ ଆସିଥିଲେ, ସେ ମୋତେ ଦର୍ଶନ ଦେଇଅଛନ୍ତି।” Viz kapitolaପବିତ୍ର ବାଇବଲ10 ତେଣୁ ସ୍ତ୍ରୀଲୋକଟି ତାଙ୍କ ସ୍ୱାମୀ ନିକଟକୁ ଶୀଘ୍ର ଦୌଡ଼ି ଗଲା ଓ କହିଲା, “ସେଦିନ ଯେଉଁ ଲୋକ ମୋ’ ନିକଟକୁ ଆସିଥିଲେ ସେ ଲୋକ ପୁନର୍ବାର ଦେଖା ଦେଲେ।” Viz kapitola |