ବିଚାରକର୍ତ୍ତା 13:11 - ଓଡିଆ ବାଇବେଲ11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ ? ସେ କହିଲେ, “ହଁ, ମୁଁ ସେହି।” Viz kapitolaପବିତ୍ର ବାଇବଲ (Re-edited) - (BSI)11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ? ସେ କହିଲେ, ଆମ୍ଭେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ତହିଁରେ ମାନୋହ ଉଠି ଆପଣା ଭାର୍ଯ୍ୟାର ପଛେ ପଛେ ଗଲା ଓ ସେହି ଲୋକଙ୍କ ନିକଟକୁ ଆସି ତାହାଙ୍କୁ କହିଲା, “ଏହି ସ୍ତ୍ରୀ ସଙ୍ଗରେ ଯେ କଥା କହିଥିଲେ, ସେ କି ଆପଣ?” ସେ କହିଲେ, “ହଁ, ମୁଁ ସେହି।” Viz kapitolaପବିତ୍ର ବାଇବଲ11 ମାନୋହ ଉଠି ତାଙ୍କ ସ୍ତ୍ରୀଙ୍କ ପଛେ ପଛେ ଗଲା। ଏବଂ ମାନୋହ ତାଙ୍କୁ ପଗ୍ଭରିଲେ, “ଆପଣ କ’ଣ ସେହି ଲୋକ ଯିଏ କି ମୋ’ ସ୍ତ୍ରୀଙ୍କୁ ଆଗରୁ ଦେଖା ଦେଇଥିଲେ?” ଦୂତ ଜଣକ କହିଲେ “ହଁ, ମୁଁ?” Viz kapitola |