ବିଚାରକର୍ତ୍ତା 13:14 - ଓଡିଆ ବାଇବେଲ14 ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେ ଦ୍ରାକ୍ଷାଲତାଜାତ କୌଣସି ଦ୍ରବ୍ୟ ଭୋଜନ କରିବ ନାହିଁ, ଅବା ସେ ଦ୍ରାକ୍ଷାରସ କି ମଦ୍ୟ ପାନ ନ କରୁ, କିଅବା କୌଣସି ଅଶୁଚି ଦ୍ରବ୍ୟ ଭୋଜନ ନ କରୁ; ଆମ୍ଭେ ତାହାକୁ ଯାହା ଯାହା ଆଜ୍ଞା କରିଅଛୁ, ତାହାସବୁ ସେ ମାନୁ।” Viz kapitolaପବିତ୍ର ବାଇବଲ14 ସେ ଦ୍ରାକ୍ଷାରସ କିମ୍ବା କୌଣସି ମାଦକ ଦ୍ରବ୍ୟ ପାନ କରିବା ଉଚିତ୍ ନୁହଁ। ସେ କୌଣସି ଅଶୁଚି ଖାଦ୍ୟ ଭୋଜନ କରିବା ଉଚିତ୍ ନୁହଁ। ମୁଁ ତାଙ୍କୁ ଯେଉଁ ଆଜ୍ଞା ଦେଇଅଛି ସେଗୁଡ଼ିକୁ ସେ ପାଳନ କରନ୍ତୁ।” Viz kapitola |