Online Bible

- Reklamy -




ବିଚାରକର୍ତ୍ତା 13:3 - ଓଡିଆ ବାଇବେଲ

3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, “ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।

Viz kapitola kopírovat

ପବିତ୍ର ବାଇବଲ

3 ସଦାପ୍ରଭୁ ମାନୋହର ସ୍ତ୍ରୀକୁ ପ୍ରସନ୍ନ ହେଲେ, ଏବଂ ତାଙ୍କୁ କହିଲେ, “ତୁମ୍ଭେ ଆଜି ଯାଏ ପିଲା ଜନ୍ମ କରି ନାହଁ। ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ।

Viz kapitola kopírovat




ବିଚାରକର୍ତ୍ତା 13:3

Následuj nás:

Reklamy


Reklamy