ବିଚାରକର୍ତ୍ତା 13:5 - ଓଡିଆ ବାଇବେଲ5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ, ଆଉ ତାହାର ମସ୍ତକରେ କ୍ଷୁର ଲାଗିବ ନାହିଁ; ଯେହେତୁ ସେ ବାଳକ ଗର୍ଭାବଧି ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ ଓ ସେ ପଲେଷ୍ଟୀୟମାନଙ୍କ ହସ୍ତରୁ ଇସ୍ରାଏଲକୁ ଉଦ୍ଧାର କରିବାକୁ ଆରମ୍ଭ କରିବ।” Viz kapitolaପବିତ୍ର ବାଇବଲ5 କାରଣ ତୁମ୍ଭେ ଗର୍ଭବତୀ, ଏବଂ ତୁମ୍ଭେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେବା ପାଇଁ ଯାଉଛ। ତା'ର ମସ୍ତକରେ କ୍ଷୁର ଲାଗିବ ନାହିଁ। ସେ ଗର୍ଭରେ ଥିବା ସମୟରୁ ନାସରୀୟରୂପେ ସଦାପ୍ରଭୁଙ୍କୁ ଉତ୍ସର୍ଗିତ ହୋଇଅଛି। ସେ ପଲେଷ୍ଟୀୟମାନଙ୍କ କବଳରୁ ଇସ୍ରାଏଲକୁ ଉଦ୍ଧାର କରିବ।” Viz kapitola |