Online Bible

- Reklamy -




ବିଚାରକର୍ତ୍ତା 13:7 - ଓଡିଆ ବାଇବେଲ

7 ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ମାତ୍ର ସେ ମୋତେ କହିଲେ, ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ଵରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମାତ୍ର ସେ ମୋତେ କହିଲେ, ‘ଦେଖ, ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ; ଏହେତୁ ଦ୍ରାକ୍ଷାରସ କି ମଦ୍ୟ ପାନ କର ନାହିଁ ଓ କୌଣସି ଅଶୁଚି ଦ୍ରବ୍ୟ ଭୋଜନ କର ନାହିଁ; କାରଣ ସେହି ବାଳକ ଗର୍ଭାବଧି ମରଣ ଦିନ ପର୍ଯ୍ୟନ୍ତ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ନାସରୀୟ ହେବ,’”

Viz kapitola kopírovat

ପବିତ୍ର ବାଇବଲ

7 କିନ୍ତୁ ସେ ମୋତେ କହିଲେ, ‘ତୁମ୍ଭେ ଗର୍ଭବତୀ ହେବ ଏବଂ ଏକ ପୁତ୍ର ସନ୍ତାନ ଜନ୍ମ ଦେବ। ତେଣୁ ତୁମ୍ଭେ ଦ୍ରାକ୍ଷାରସ କିମ୍ବା ମାଦକ ଦ୍ରବ୍ୟ ସେବନ କରିବା ଉଚିତ୍ ନୁହଁ କିମ୍ବା ଅଶୁଚି ଖାଦ୍ୟ ଖାଇବା ଉଚିତ୍ ନୁହଁ। କାରଣ ଶିଶୁଟିକୁ ପରମେଶ୍ୱରଙ୍କୁ ସମର୍ପଣ କରାଯିବ। ସେ ଜନ୍ମରୁ ମରଣ ପର୍ଯ୍ୟନ୍ତ ପରମେଶ୍ୱରଙ୍କର ନାସରୀୟ ହେବ।’”

Viz kapitola kopírovat




ବିଚାରକର୍ତ୍ତା 13:7

Následuj nás:

Reklamy


Reklamy