Online Bible

- Reklamy -




ବିଚାରକର୍ତ୍ତା 14:15 - ଓଡିଆ ବାଇବେଲ

15 ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା ? ନୁହେଁ ?

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍ଶୋନ୍ର ଭାର୍ଯ୍ୟାକୁ କହିଲେ, ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ଵାମୀକି ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ତହୁଁ ଚତୁର୍ଥ ଦିନରେ ସେମାନେ ଶାମ୍‍ଶୋନ୍‍ର ଭାର୍ଯ୍ୟାକୁ କହିଲେ, “ପ୍ରହେଳିକାର ଅର୍ଥ କହିବା ପାଇଁ ତୁମ୍ଭେ ଆପଣା ସ୍ୱାମୀକୁ ମଣାଅ, ନୋହିଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦଗ୍ଧ କରିବୁ। ଆଉ ତୁମ୍ଭେମାନେ ଆମ୍ଭମାନଙ୍କୁ ନିର୍ଦ୍ଧନ କରିବାକୁ ଡାକିଛ ପରା? ନୁହେଁ?”

Viz kapitola kopírovat

ପବିତ୍ର ବାଇବଲ

15 କିନ୍ତୁ ସେମାନେ ସେହି ଗ୍ଭତୁର୍ଯ୍ୟ ପ୍ରଶ୍ନ ତିନି ଦିନରେ ବାହାର କରି ପାରିଲେ ନାହିଁ। ଚତୁର୍ଥ ଦିନରେ ସେମାନେ ଶା‌ମ୍‌ଶୋ‌ନଙ୍କର ସ୍ତ୍ରୀଙ୍କୁ କହିଲେ, ଗ୍ଭତୁର୍ଯ୍ୟ ପ୍ରଶ୍ନର ଉତ୍ତର ଜାଣିବା ପାଇଁ ତୁମ୍ଭେ ସ୍ୱାମୀଙ୍କୁ କୁହ, ନ ହେଲେ ଆମ୍ଭେମାନେ ତୁମ୍ଭକୁ ଓ ତୁମ୍ଭର ପିତୃଗୃହକୁ ଅଗ୍ନିରେ ଦ‌ଗ୍‌ଧ କରିବୁ। “ତୁମ୍ଭେ ଆମ୍ଭମାନଙ୍କୁ ଗରିବ କରିବା ପାଇଁ ନିମନ୍ତ୍ରଣ କଲ କି?”

Viz kapitola kopírovat




ବିଚାରକର୍ତ୍ତା 14:15

Následuj nás:

Reklamy


Reklamy