ବିଚାରକର୍ତ୍ତା 14:19 - ଓଡିଆ ବାଇବେଲ19 ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟ ଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)19 ଅନନ୍ତର ସଦାପ୍ରଭୁଙ୍କ ଆତ୍ମା ତାହାକୁ ଆକ୍ରା; କରନ୍ତେ, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ଵଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT19 ଏଥିଉତ୍ତାରେ ସଦାପ୍ରଭୁଙ୍କ ଆତ୍ମା ଶାମ୍ଶୋନ୍ ଉପରେ ଆସିବା କ୍ଷଣି, ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ ଜଣଙ୍କୁ ବଧ କଲା ଓ ସେମାନଙ୍କଠାରୁ ଲୁଟଦ୍ରବ୍ୟ ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଏକ ଏକ ସାଜ ପୋଷାକ ଦେଲା। କିନ୍ତୁ ତାହାର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି ସେ ଆପଣା ପିତୃଗୃହକୁ ଚାଲିଗଲା। Viz kapitolaପବିତ୍ର ବାଇବଲ19 ଶାମ୍ଶୋନ୍ ଏଥିରେ ବହୁତ ରାଗିଗଲେ। ତାଙ୍କ ଉପରକୁ ସଦାପ୍ରଭୁଙ୍କ ଆତ୍ମା ବହୁତ ଶକ୍ତିଶାଳୀ ଭାବରେ ଆସିଲେ। ସେ ଅସ୍କିଲୋନକୁ ଯାଇ ସେଠାରେ ତିରିଶ୍ ଜଣଙ୍କୁ ହତ୍ୟା କଲେ। ସେ ସେମାନଙ୍କର ବସ୍ତ୍ର ନେଇ ପ୍ରହେଳିକାର ଅର୍ଥକାରୀମାନଙ୍କୁ ଗୋଟିଏ ଗୋଟିଏ ଯୋଡ଼ା ବସ୍ତ୍ର ଦେଲେ। କିନ୍ତୁ ତା'ର କ୍ରୋଧ ପ୍ରଜ୍ୱଳିତ ହେବାରୁ, ସେ ଆପଣାର ପିତୃଗୃହକୁ ଗ୍ଭଲିଗଲେ। Viz kapitola |