ବିଚାରକର୍ତ୍ତା 14:5 - ଓଡିଆ ବାଇବେଲ5 ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)5 ଏ ଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜନ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 ଏଥିଉତ୍ତାରେ ଶାମ୍ଶୋନ୍ ଓ ତାହାର ପିତାମାତା ତିମ୍ନାକୁ ଯାଇ ତିମ୍ନାସ୍ଥିତ ଦ୍ରାକ୍ଷାକ୍ଷେତ୍ରରେ ଉପସ୍ଥିତ ହେଲେ। ତହିଁରେ ଦେଖ, ଏକ ଯୁବା ସିଂହ ତାହାକୁ ହାବୁଡ଼ି ଗର୍ଜ୍ଜନ କଲା। Viz kapitolaପବିତ୍ର ବାଇବଲ5 ଶାମ୍ଶୋନ୍ ତାଙ୍କର ପିତାମାତାଙ୍କ ସହିତ ତିମ୍ନାକୁ ଗଲେ। ସେମାନେ ଦ୍ରାକ୍ଷାକ୍ଷେତ୍ର ନିକଟରେ ପହଞ୍ଚିଲା ମାତ୍ରେ ଏକ ଯୁବା ସିଂହ ଗର୍ଜନ କରି ଶାମ୍ଶୋନ୍ ଉପରକୁ କୁଦା ମାରିଲା। Viz kapitola |