ବିଚାରକର୍ତ୍ତା 14:8 - ଓଡିଆ ବାଇବେଲ8 ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି। Viz kapitolaପବିତ୍ର ବାଇବଲ (Re-edited) - (BSI)8 ପୁଣି କିଛିଦିନ ଉତ୍ତାରେ ସେ ସେହି ସ୍ତ୍ରୀକି ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାʼନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଝାଙ୍କ ଓ ମହୁ ଅଛି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ପୁଣି କିଛି ଦିନ ଉତ୍ତାରେ ସେ ସେହି ସ୍ତ୍ରୀକୁ ଗ୍ରହଣ କରିବା ପାଇଁ ପୁନର୍ବାର ଗଲା, ସେତେବେଳେ ସେ ସେହି ସିଂହର ଶବ ଦେଖିବାକୁ ବାଟ ବୁଲି ଯାଆନ୍ତେ, ଦେଖ, ସେହି ସିଂହ ଦେହରେ ମହୁମାଛିର ଦଳ ଓ ମହୁ ଅଛି। Viz kapitolaପବିତ୍ର ବାଇବଲ8 କିଛି ଦିନ ପରେ, ସେ ସେହି ସ୍ତ୍ରୀଲୋକଟିକୁ ବିବାହ କରିବାକୁ ଆସିଲେ। ସେହି ରାସ୍ତାରେ ସେ ସେହି ମୃତ ସିଂହର ଶରୀରକୁ ଦେଖିଲେ। ସେ ଦେଖିଲେ ଯେ, କିଛି ମହୁମାଛି ସେଥିରେ ମହୁ ଫେଣା ତିଆରି କରିଛନ୍ତି। Viz kapitola |