Online Bible

- Reklamy -




ବିଚାରକର୍ତ୍ତା 14:9 - ଓଡିଆ ବାଇବେଲ

9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତେଣୁ ସେ ହାତରେ କିଛି ନେଇ ତାହା ଖାଇ ଖାଇ ଆପଣା ପିତାମାତାଙ୍କ ନିକଟକୁ ଗଲା ଓ ସେ ସେମାନଙ୍କୁ ଦିଅନ୍ତେ, ସେମାନେ ଖାଇଲେ। ମାତ୍ର ସେ ଯେ ସିଂହ ଦେହରୁ ସେହି ମହୁ ନେଇଥିଲା, ଏହା ସେମାନଙ୍କୁ ଜଣାଇଲା ନାହିଁ।

Viz kapitola kopírovat

ପବିତ୍ର ବାଇବଲ

9 ଶା‌ମ୍‌ଶୋନ୍ ହାତରେ କିଛି ମହୁ ସେଥିରୁ ଆଣିଲେ। ମହୁ ଖାଇଖାଇ ଯିବା ବାଟରେ ସେ ତାଙ୍କ ପିତାମାତାଙ୍କ ନିକଟରେ ପହଞ୍ଚିବା ପରେ, ତାଙ୍କୁ କିଛି ମହୁ ଖାଇବାକୁ ଦେଲେ। ସେ ଏଥିରୁ ବହୁତ ଖାଇଲେ। କିନ୍ତୁ ଶା‌ମ୍‌ଶୋନ୍ ଏହି ମହୁ ଏକ ମୃତ ସିଂହର ଶରୀରରୁ ଅଣା ଯାଇଛି ବୋଲି କିଛି କହିଲେ ନାହିଁ।

Viz kapitola kopírovat




ବିଚାରକର୍ତ୍ତା 14:9

Následuj nás:

Reklamy


Reklamy