ବିଚାରକର୍ତ୍ତା 15:12 - ଓଡିଆ ବାଇବେଲ12 ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତହିଁରେ ସେମାନେ ତାହାକୁ କହିଲେ, ପଲେଷ୍ଟୀୟ-ମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ। ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତହିଁରେ ସେମାନେ ତାହାକୁ କହିଲେ, “ପଲେଷ୍ଟୀୟମାନଙ୍କ ହସ୍ତରେ ତୁମ୍ଭକୁ ସମର୍ପଣ କରିବା ପାଇଁ ଆମ୍ଭେମାନେ ତୁମ୍ଭକୁ ବାନ୍ଧିବାକୁ ଆସିଅଛୁ।” ତହୁଁ ଶାମ୍ଶୋନ୍ ସେମାନଙ୍କୁ କହିଲା, “ତୁମ୍ଭେମାନେ ନିଜେ ମୋତେ ଆକ୍ରମଣ ନ କରିବ ବୋଲି ଶପଥ କର।” Viz kapitolaପବିତ୍ର ବାଇବଲ12 ଏହା ପରେ ସେମାନେ ଶାମ୍ଶୋନଙ୍କୁ କହିଲେ, “ଆମ୍ଭେମାନେ ଆସିଛୁ ତୁମ୍ଭକୁ ବାନ୍ଧି ପଲେଷ୍ଟୀୟମାନଙ୍କୁ ଦେବୁ।” ଶାମ୍ଶୋନ୍ ଯିହୁଦା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ପ୍ରତିଜ୍ଞା କର ତୁମ୍ଭେମାନେ ମୋତେ ହତ କରିବ ନାହିଁ।” Viz kapitola |