ବିଚାରକର୍ତ୍ତା 15:13 - ଓଡିଆ ବାଇବେଲ13 ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ। ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)13 ପୁଣି ସେମାନେ ତାହାକୁ କହିଲେ, ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ। ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT13 ପୁଣି ସେମାନେ ତାହାକୁ କହିଲେ, “ନା; କିନ୍ତୁ ଆମ୍ଭେମାନେ ତୁମ୍ଭକୁ ଦୃଢ଼ ରୂପେ ବାନ୍ଧି ସେମାନଙ୍କ ହସ୍ତରେ ସମର୍ପଣ କରିବୁ; ମାତ୍ର ଆମ୍ଭେମାନେ କେବେ ତୁମ୍ଭକୁ ବଧ କରିବୁ ନାହିଁ।” ତହୁଁ ସେମାନେ ତାହାକୁ ଦୁଇ ନୂଆ ଦଉଡ଼ିରେ ବାନ୍ଧି ଶୈଳ ଉପରୁ ତାହାକୁ ଆଣିଲେ। Viz kapitolaପବିତ୍ର ବାଇବଲ13 ଯିହୁଦାର ଲୋକମାନେ କହିଲେ, “ଆମ୍ଭେ ଏହି ପ୍ରସ୍ଥାବରେ ରାଜିଅଛୁ। ଆମ୍ଭେ କେବଳ ତୁମ୍ଭକୁ ଧରିବୁ ଏବଂ ପଲେଷ୍ଟୀୟମାନଙ୍କୁ ହସ୍ତାନ୍ତର କରିଦେବୁ। ଆମ୍ଭେ ପ୍ରତିଜ୍ଞା କରୁଛୁ ତୁମ୍ଭକୁ କେବେ ହତ୍ୟା କରିବୁ ନାହିଁ।” ତେଣୁ ସେମାନେ ଦୁଇଟି ନୂତନ ରସିରେ ଶାମ୍ଶୋନ୍କୁ ବାନ୍ଧି ଶୈଳ ବାହାରକୁ ଆଣିଲେ। Viz kapitola |