ବିଚାରକର୍ତ୍ତା 15:3 - ଓଡିଆ ବାଇବେଲ3 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି। Viz kapitolaପବିତ୍ର ବାଇବଲ (Re-edited) - (BSI)3 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ତହିଁରେ ଶାମ୍ଶୋନ୍ ସେମାନଙ୍କୁ କହିଲା, “ଏଥର ମୁଁ ପଲେଷ୍ଟୀୟମାନଙ୍କ ପ୍ରତି ଅନିଷ୍ଟ ବ୍ୟବହାର କଲେ ହେଁ ସେମାନଙ୍କ ବିଷୟରେ ନିର୍ଦ୍ଦୋଷ ହେବି।” Viz kapitolaପବିତ୍ର ବାଇବଲ3 କିନ୍ତୁ ଶାମ୍ଶୋନ୍ ତାଙ୍କୁ କହିଲେ, “ପଲେଷ୍ଟୀୟମାନଙ୍କୁ ଦୁଃଖ ଦେବା ପାଇଁ ଗୋଟିଏ ଭଲ କାରଣ ମିଳିଗଲା। ମୋତେ ଆଉ କୌଣସି ଲୋକ ଦୋଷାରୋପ କରି ପାରିବେ ନାହିଁ।” Viz kapitola |