ବିଚାରକର୍ତ୍ତା 16:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ଶାମ୍ଶୋନ୍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ଶାମ୍ଶୋନ୍ ଘସାକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା କତିକି ଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ଶାମ୍ଶୋନ୍ ଘସା ନଗରକୁ ଯାଇ ସେଠାରେ ଏକ ବେଶ୍ୟା ଦେଖି ତାହା ସଙ୍ଗେ ଶୟନ କଲା। Viz kapitolaପବିତ୍ର ବାଇବଲ1 ଦିନେ ଶାମ୍ଶୋନ୍ ଘସାରେ ଥିବା ଏକ ବେଶ୍ୟା ପାଖକୁ ଗଲେ। ସେ ତା'ର ସହିତ ରାତ୍ରିଯାପନ କରିବା ପାଇଁ ସେଠାକୁ ଯାଇଥିଲେ। Viz kapitola |