ବିଚାରକର୍ତ୍ତା 16:14 - ଓଡିଆ ବାଇବେଲ14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା। Viz kapitolaପବିତ୍ର ବାଇବଲ (Re-edited) - (BSI)14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ। ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ତହୁଁ ସେ ତନ୍ତଖୁଣ୍ଟିରେ ତାହା ବାନ୍ଧି ତାହାକୁ କହିଲା, “ଶାମ୍ଶୋନ୍, ପଲେଷ୍ଟୀୟମାନେ ତୁମ୍ଭକୁ ଧରିଲେ।” ତହିଁରେ ସେ ନିଦ୍ରାରୁ ଉଠି ତନ୍ତଖୁଣ୍ଟି ଉପାଡ଼ି ବସ୍ତ୍ର ନେଇ ଚାଲିଗଲା। Viz kapitolaପବିତ୍ର ବାଇବଲ14 ଶାମ୍ଶୋନ୍ ଶୋଇଥିବା ବେଳେ ସେ ତାଙ୍କର ବାଳକୁ ଗୋଟିଏ ସୂତା ବାହାର କରି ସାତୋଟି ବେଣୀ କଲା ଏବଂ ଗୋଟିଏ ତମ୍ବୁ ଖିଲରେ ବାନ୍ଧି ଦେଲା ଏବଂ ତା'ପରେ ସେ ତାଙ୍କୁ କହିଲା, “ଶାମ୍ଶୋନ୍ ପଲେଷ୍ଟୀୟମାନେ ତୁମ୍ଭ ନିମନ୍ତେ ଆସିଛନ୍ତି।” ତେଣୁ ସେ ଖିଲକୁ, ସୂତାକୁ ଓ ତନ୍ତୁକୁ ଉପାଡ଼ି ପକାଇଲେ। Viz kapitola |