ବିଚାରକର୍ତ୍ତା 16:15 - ଓଡିଆ ବାଇବେଲ15 ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଏଣୁ ସେ ତାହାକୁ କହିଲା, ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ତୁମ୍ଭେ ମୋତେ ପ୍ରେମ କରୁଛ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଏଣୁ ସେ ତାହାକୁ କହିଲା, “ମୋହର ପ୍ରତି ତ ତୁମ୍ଭର ମନ ନାହିଁ, ‘ତୁମ୍ଭେ ମୋତେ ପ୍ରେମ କରୁଅଛ’ ବୋଲି କିପରି କହୁଅଛ? ଏ ତିନିଥରଯାକ ତୁମ୍ଭେ ମୋତେ ଉପହାସ କଲ ଓ ତୁମ୍ଭର ମହାବଳ କାହିଁରେ ଥାଏ, ତାହା ମୋତେ କହିଲ ନାହିଁ।” Viz kapitolaପବିତ୍ର ବାଇବଲ15 ଏହା ପରେ ଦଲୀଲା ଶାମ୍ଶୋନଙ୍କୁ କହିଲା, “ତୁମ୍ଭେ ପୁଣି ଥରେ ମୋତେ ମିଛ କହିଲ, ତୁମ୍ଭେ କିପରି କହି ପାରୁଛ, ‘ମୁଁ ତୁମ୍ଭକୁ ଭଲ ପାଏ,’ ଯେହେତୁ ତୁମ୍ଭେ ମୋତେ ବିଶ୍ୱାସ କରୁ ନାହଁ? ତୁମ୍ଭର ମହାବଳ କେଉଁଥିରେ ଅଛି ମୋତେ କହି ନାହଁ। ତୁମ୍ଭେ ମୋତେ ତିନିଥରଯାକ ବୋକା ବନାଇଲ।” Viz kapitola |