ବିଚାରକର୍ତ୍ତା 16:18 - ଓଡିଆ ବାଇବେଲ18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ; Viz kapitolaପବିତ୍ର ବାଇବଲ (Re-edited) - (BSI)18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି, ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ସେତେବେଳେ ସେ ଯେ ତାହାକୁ ଆପଣା ମନର ସମସ୍ତ କଥା କହିଅଛି, ଏହା ଦଲୀଲା ଦେଖି ପଲେଷ୍ଟୀୟ ଅଧିପତିମାନଙ୍କ ନିକଟକୁ ଲୋକ ପଠାଇଲା ଓ “ତୁମ୍ଭେମାନେ ଏହି ଥରକ ଆସ, କାରଣ ସେ ମୋତେ ଆପଣା ମନର ସମସ୍ତ କଥା କହିଅଛି,” ଏହା କହି ସେମାନଙ୍କୁ ଡାକିଲା। ତହିଁରେ ପଲେଷ୍ଟୀୟ ଅଧିପତିମାନେ ହସ୍ତରେ ରୂପା ନେଇ ତାହା ପାଖକୁ ଆସିଲେ; Viz kapitolaପବିତ୍ର ବାଇବଲ18 ଦଲୀଲା ଦେଖିଲା ଶାମ୍ଶୋନ୍ ତାକୁ ସମସ୍ତ ଗୁପ୍ତ କଥା ଜଣାଇ ଦେଲେ। ତେଣୁ ସେ ପଲେଷ୍ଟୀୟ ନେତୃବର୍ଗମାନଙ୍କୁ ଜଣାଇ ଦେଲା। ସେ କହିଲା, “ଏହି ଥର ଆସ, କାରଣ ଶାମ୍ଶୋନ୍ ମୋତେ ତାଙ୍କର ସମସ୍ତ ରହସ୍ୟ କହିଦେଇଛନ୍ତି।” ତେଣୁ ନେତୃବର୍ଗ ଦଲୀଲା ନିକଟକୁ ଆସିଲେ ଏବଂ ମୁଦ୍ରା ଆଣିଲେ। Viz kapitola |