ବିଚାରକର୍ତ୍ତା 16:27 - ଓଡିଆ ବାଇବେଲ27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ସେସମୟରେ ଗୃହ ପୁରୁଷ ଓ ସ୍ତ୍ରୀରେ ପରିପୂର୍ଣ୍ଣ ଥିଲା; ପଲେଷ୍ଟୀୟ ସମସ୍ତ ଅଧିପତି ସେଠାରେ ଥିଲେ; ଆଉ ଛାତ ଉପରେ ଊଣାଧିକ ତିନି ହଜାର ପୁରୁଷ ଓ ସ୍ତ୍ରୀ ଥାଇ ଶାମ୍ଶୋନ୍ର କୌତୁକ ଦେଖୁଥିଲେ। Viz kapitolaପବିତ୍ର ବାଇବଲ27 ସେହି ମନ୍ଦିର ନରନାରୀମାନଙ୍କ ସହିତ ଭରପୁର ଥିଲା। ପଲେଷ୍ଟୀୟମାନଙ୍କର ସମସ୍ତ ଅଧିପତି ସେଠାରେ ଉପସ୍ଥିତ ଥିଲେ। ମନ୍ଦିରର ଛାତ ଉପରେ ପ୍ରାୟ ନରନାରୀ ତିନି ହଜାର ଛିଡ଼ା ହୋଇଗଲେ। ସେମାନେ ଶାମ୍ଶୋନଙ୍କୁ ଉପହାସ କରୁଥିଲେ। Viz kapitola |