ବିଚାରକର୍ତ୍ତା 16:4 - ଓଡିଆ ବାଇବେଲ4 ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା। Viz kapitolaପବିତ୍ର ବାଇବଲ (Re-edited) - (BSI)4 ଏ ଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକି ପ୍ରେମ କଲା, ତାହାର ନାମ ଦଲୀଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT4 ଏଉତ୍ତାରେ ସେ ସୋରେକ୍ ଉପତ୍ୟକାରେ ଏକ ସ୍ତ୍ରୀକୁ ପ୍ରେମ କଲା, ତାହାର ନାମ ଦଲୀଲା। Viz kapitolaପବିତ୍ର ବାଇବଲ4 ଏହା ପରେ ଶାମ୍ଶୋନ୍ ଦଲୀଲା ନାମକ ଏକ ସ୍ତ୍ରୀଲୋକର ପ୍ରେମରେ ପଡ଼ିଗଲେ। ଯେ କି ଥିଲା ସୋରେକ୍ ଉପତ୍ୟକାର ଜଣେ ସ୍ତ୍ରୀଲୋକ। Viz kapitola |