ବିଚାରକର୍ତ୍ତା 16:6 - ଓଡିଆ ବାଇବେଲ6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ ? Viz kapitolaପବିତ୍ର ବାଇବଲ (Re-edited) - (BSI)6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT6 ତହୁଁ ଦଲୀଲା ଶାମ୍ଶୋନ୍କୁ କହିଲା, “ବିନୟ କରୁଅଛି, କାହିଁରେ ତୁମ୍ଭର ମହାବଳ ଥାଏ ଓ ତୁମ୍ଭର କ୍ଳେଶାର୍ଥେ ତୁମ୍ଭେ କାହିଁରେ ବନ୍ଧା ଯାଇପାର, ଏହା ମୋତେ କୁହ?” Viz kapitolaପବିତ୍ର ବାଇବଲ6 ତେଣୁ ଦଲୀଲା ଶାମ୍ଶୋନଙ୍କୁ କହିଲା, “ଦୟାକରି କୁହ କିଏ ତୁମ୍ଭକୁ ଶକ୍ତିଶାଳୀ କରୁଛି, କିପରି ଭାବରେ ଜଣେ ବ୍ୟକ୍ତି ତୁମ୍ଭକୁ ବାନ୍ଧି ପାରିବ?” Viz kapitola |