ବିଚାରକର୍ତ୍ତା 16:7 - ଓଡିଆ ବାଇବେଲ7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୁଟା କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତହିଁରେ ଶାମ୍ଶୋନ୍ ତାହାକୁ କହିଲା, “ଯାହା କେବେ ଶୁଷ୍କ ହୋଇ ନାହିଁ, ଏପରି ସାତୋଟି କଞ୍ଚା ତନ୍ତରେ ଯେବେ ସେମାନେ ମୋତେ ବାନ୍ଧିବେ, ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକ ପରି ହୋଇଯିବି।” Viz kapitolaପବିତ୍ର ବାଇବଲ7 ଶାମ୍ଶୋନ୍ ଉତ୍ତର ଦେଇ କହିଲେ, “ଯାହା କେବେ ଶୁଷ୍କ ହୋଇ ନାହିଁ। ଏପରି ସାତୋଟା କଞ୍ଚାତନ୍ତୁରେ ଯେବେ ସେମାନେ ମୋତେ ବାନ୍ଧିବେ। ତେବେ ମୁଁ ଦୁର୍ବଳ ହୋଇ ଅନ୍ୟ ଲୋକପରି ହୋଇ ଯିବି।” Viz kapitola |