ବିଚାରକର୍ତ୍ତା 17:12 - ଓଡିଆ ବାଇବେଲ12 ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ଏଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ଏଥିଉତ୍ତାରେ ମୀଖା ସେହି ଲେବୀୟକୁ ନିଯୁକ୍ତ କରନ୍ତେ, ସେ ଯୁବା ଲୋକ ମୀଖାର ଯାଜକ ହୋଇ ତାହାର ଗୃହରେ ରହିଲା। Viz kapitolaପବିତ୍ର ବାଇବଲ12 ଏହା ପରେ ମୀଖା ଦ୍ୱାରା ଯାଜକ ଭାବରେ ନିଯୁକ୍ତ ହୋଇ ସେହି ଯୁବା ଲୋକ ମୀଖାର ଗୃହରେ ରହିଲା। Viz kapitola |