ବିଚାରକର୍ତ୍ତା 18:14 - ଓଡିଆ ବାଇବେଲ14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କ’ଣ ତୁମ୍ଭେମାନେ ଜାଣ ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର। Viz kapitolaପବିତ୍ର ବାଇବଲ (Re-edited) - (BSI)14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଳା ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ସେତେବେଳେ ଯେଉଁ ପାଞ୍ଚ ଜଣ ଲୟିଶ୍ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ଆପଣା ଭ୍ରାତୃଗଣକୁ କହିଲେ, “ଏହି ଗୃହରେ ଯେ ଏକ ଏଫୋଦ ଓ ଠାକୁରମାନ, ଆଉ ଏକ ଖୋଦିତ ପ୍ରତିମା ଓ ଏକ ଢଳା ପ୍ରତିମା ଅଛି, ଏହା କʼଣ ତୁମ୍ଭେମାନେ ଜାଣ? ଏଣୁ ତୁମ୍ଭମାନଙ୍କର କି କର୍ତ୍ତବ୍ୟ, ତାହା ବିବେଚନା କର।” Viz kapitolaପବିତ୍ର ବାଇବଲ14 ତେଣୁ ସେହି ପାଞ୍ଚ ଜଣ ଯେଉଁମାନେ ଲୟିଶ ଦେଶ ଅନୁସନ୍ଧାନ କରିବାକୁ ଯାଇଥିଲେ, ସେମାନେ ସେମାନଙ୍କର ସମ୍ପର୍କୀୟମାନଙ୍କୁ କହିଲେ, “ସେଠାରେ ଏକ ଏଫୋଦ ଅଛି। ସେଠାରେ ଗୃହ ଦେବତାଗଣ ଅଛନ୍ତି ଓ ଏକ ଖୋଦିତ ପ୍ରତିମା ଅଛି। ଏହା ତୁମ୍ଭେମାନେ କ’ଣ ଜାଣ? ତେଣୁ ବର୍ତ୍ତମାନ କ’ଣ କରିବାକୁ ହେବ ବିବେଚନା କର।” Viz kapitola |