Online Bible

- Reklamy -




ବିଚାରକର୍ତ୍ତା 18:22 - ଓଡିଆ ବାଇବେଲ

22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍ ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ସେମାନେ ମୀଖାର ଗୃହରୁ କିଛି ଦୂର ଗଲା ଉତ୍ତାରେ ମୀଖାର ଗୃହ ନିକଟ ଗୃହବାସୀମାନେ ଦଳବଦ୍ଧ ହୋଇ ଦାନ୍-ସନ୍ତାନଗଣର ପଛେ ପଛେ ଗୋଡ଼ାଇଲେ।

Viz kapitola kopírovat

ପବିତ୍ର ବାଇବଲ

22 ସେମାନେ ମୀଖାର ଗୃହର ଅଳ୍ପ ଦୂରରେ ଥିଲେ। ସେତେବେଳେ ମୀଖାର ନିକଟରେ ବାସ କରୁଥିବା ଲୋକମାନେ ଦା‌ନ୍‌ର ଲୋକମାନଙ୍କୁ ଗୋଡ଼ାଇଲେ ଓ ସେମାନଙ୍କୁ ଧରିଲେ।

Viz kapitola kopírovat




ବିଚାରକର୍ତ୍ତା 18:22

Následuj nás:

Reklamy


Reklamy