ବିଚାରକର୍ତ୍ତା 18:30 - ଓଡିଆ ବାଇବେଲ30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବାଯାଏ ମୋଶାର ପୌତ୍ର, ଗେର୍ଶୋନ୍ର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT30 ପୁଣି ଦାନ୍-ସନ୍ତାନଗଣ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ; ପୁଣି ସେହି ଦେଶୀୟ ଲୋକମାନେ ବନ୍ଦୀ ରୂପେ ଦେଶାନ୍ତରିତ ହେବା ଯାଏ ମୋଶାର ପୌତ୍ର, ଗେର୍ଶୋମର ପୁତ୍ର ଯୋନାଥନ ଓ ତାହାର ସନ୍ତାନଗଣ ଦାନ୍ ବଂଶର ଯାଜକ ହେଲେ। Viz kapitolaପବିତ୍ର ବାଇବଲ30 ଏଣୁ ଦାନ୍ ପରିବାରବର୍ଗ ସେହି ଖୋଦିତ ପ୍ରତିମା ଆପଣାମାନଙ୍କ ପାଇଁ ସ୍ଥାପନ କଲେ। ସେମାନଙ୍କର ଯାଜକରୂପେ ସେମାନେ ମୋଶାଙ୍କର ପୁତ୍ର ଗେର୍ଶୋନ ବଂଶଧର ଯୋନାଥନକୁ ନିଯୁକ୍ତ କଲେ। ଇସ୍ରାଏଲୀୟମାନେ ନିର୍ବାସିତ ହେବା ପର୍ଯ୍ୟନ୍ତ ଯୋନାଥନ ଓ ତାଙ୍କର ପୁତ୍ରମାନେ ଦାନ୍ ପରିବାରବର୍ଗର ଯାଜକ ହୋଇ ରହିଲେ। Viz kapitola |