ବିଚାରକର୍ତ୍ତା 18:8 - ଓଡିଆ ବାଇବେଲ8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର ? Viz kapitolaପବିତ୍ର ବାଇବଲ (Re-edited) - (BSI)8 ଏ ଉତ୍ତାରେ ସେମାନେ ସରୀୟ ଓ ଇଷ୍ଟାୟୋଲ୍ରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, କି ବିଚାର? Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ଏଥିଉତ୍ତାରେ ସେହି ପାଞ୍ଚ ଜଣ ସରାୟ ଓ ଇଷ୍ଟାୟୋଲରେ ଆପଣା ଭ୍ରାତୃଗଣ ନିକଟରେ ଉପସ୍ଥିତ ହେଲେ; ତହିଁରେ ସେମାନଙ୍କର ଭ୍ରାତୃଗଣ ସେମାନଙ୍କୁ ପଚାରିଲେ, “କି ବିଚାର?” Viz kapitolaପବିତ୍ର ବାଇବଲ8 ଏହା ପରେ ସେମାନେ ସରିୟ ଓ ଇଷ୍ଟାୟୋଲରେ ନିଜର ଭାତୃଗଣ ନିକଟରେ ଉପସ୍ଥିତ ହେଲେ। ତହିଁରେ ସେମାନଙ୍କର ଭାତୃଗଣ ସେମାନଙ୍କୁ ପଗ୍ଭରିଲେ, “କ’ଣ ତୁମେ ଶିକ୍ଷା କଲ?” Viz kapitola |