Online Bible

- Reklamy -




ବିଚାରକର୍ତ୍ତା 19:18 - ଓଡିଆ ବାଇବେଲ

18 ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ତହିଁରେ ସେ ତାହାକୁ କହିଲା, ଆମ୍ଭେମାନେ ବେଥ୍ଲିହିମ୍-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥ୍ଲିହିମ୍-ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ତହିଁରେ ସେ ତାହାକୁ କହିଲା, “ଆମ୍ଭେମାନେ ବେଥଲିହିମ-ଯିହୁଦାରୁ ଇଫ୍ରୟିମ-ପର୍ବତମୟ ଦେଶର ଅନ୍ତଃପ୍ରଦେଶକୁ ଯାଉଅଛୁ; ଆମ୍ଭେ ସେହି ସ୍ଥାନର ଲୋକ ଓ ବେଥଲିହିମ ଯିହୁଦାକୁ ଯାଇଥିଲୁ; ଏବେ ମୁଁ ସଦାପ୍ରଭୁଙ୍କ ଗୃହକୁ ଯାଉଅଛି; ମାତ୍ର କେହି ମୋତେ ଆପଣା ଘରକୁ ନେବାକୁ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

18 ସେମାନେ ଉତ୍ତର ଦେଲେ, “ଆମ୍ଭେମାନେ ଯିହୁଦାର ବୈ‌ଥ୍‌ଲେହମରୁ ଆସୁଅଛୁ ଏବଂ ପର୍ବତମୟ ଦେଶ ଇଫ୍ରୟିମର ଅଗମ୍ୟ ଅଞ୍ଚଳକୁ ଯାଉଅଛୁ। ଆମ୍ଭେ ସେହି ସ୍ଥାନର ଲୋକ, ଆମ୍ଭେମାନେ ବୈ‌ଥ୍‌ଲେହମକୁ ଯାଇଥିଲୁ। ଏବେ ମୁଁ ମୋର ଗୃହକୁ ଯାଉଅଛି। ମାତ୍ର ବର୍ତ୍ତମାନ ମୋତେ ଆପଣା ଗୃହକୁ ନେବାକୁ କେହି ନାହିଁ।

Viz kapitola kopírovat




ବିଚାରକର୍ତ୍ତା 19:18

Následuj nás:

Reklamy


Reklamy