ବିଚାରକର୍ତ୍ତା 19:7 - ଓଡିଆ ବାଇବେଲ7 ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା। Viz kapitolaପବିତ୍ର ବାଇବଲ (Re-edited) - (BSI)7 ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ଵଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ତଥାପି ସେ ପ୍ରସ୍ଥାନ କରିବାକୁ ଉଠିଲା; ମାତ୍ର ତାହାର ଶ୍ୱଶୁର ତାହାକୁ ଅନୁରୋଧ କରନ୍ତେ, ସେ ପୁନର୍ବାର ରାତ୍ରି କ୍ଷେପଣ କଲା। Viz kapitolaପବିତ୍ର ବାଇବଲ7 ଲେବୀୟ ଲୋକ ଜଣକ ଯିବାକୁ ପ୍ରସ୍ତୁତ ହେଲେ, କିନ୍ତୁ ତାଙ୍କର ଶ୍ୱଶୁର ତାଙ୍କୁ ଗୋଟିଏ ରାତ୍ରି ରହିବା ପାଇଁ ଅନୁରୋଧ କଲେ। Viz kapitola |