ବିଚାରକର୍ତ୍ତା 2:1 - ଓଡିଆ ବାଇବେଲ1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)1 ଅନନ୍ତର ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT1 ଏଥିଉତ୍ତାରେ ସଦାପ୍ରଭୁଙ୍କ ଦୂତ ଗିଲ୍ଗଲ୍ରୁ ବୋଖୀମକୁ ଆସିଲେ, ଆଉ ସେ କହିଲେ, “ଆମ୍ଭେ ତୁମ୍ଭମାନଙ୍କୁ ମିସରରୁ ଆଣିଲୁ ଓ ଯେଉଁ ଦେଶ ଦେବା ପାଇଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କ ନିକଟରେ ଶପଥ କରିଥିଲୁ, ସେଠାକୁ ତୁମ୍ଭମାନଙ୍କୁ ଆଣିଅଛୁ; ପୁଣି ଆମ୍ଭେ କହିଲୁ, ‘ଆମ୍ଭେ ତୁମ୍ଭମାନଙ୍କ ସହିତ ଆପଣା ନିୟମ ଅନନ୍ତକାଳ ପର୍ଯ୍ୟନ୍ତ ଲଙ୍ଘନ କରିବା ନାହିଁ। Viz kapitolaପବିତ୍ର ବାଇବଲ1 ସଦାପ୍ରଭୁଙ୍କର ଦୂତ ଗିଲ୍ଗଲ୍ର ନଗରରୁ ବୋଖୀମକୁ ଆସିଲେ। ଏହି ସଦାପ୍ରଭୁଙ୍କର ଦୂତ ଇସ୍ରାଏଲବାସୀଙ୍କୁ ନିମ୍ନଲିଖିତ ବାର୍ତ୍ତା ଦେଲେ, “ମୁଁ ତୁମ୍ଭମାନଙ୍କୁ ମିଶରରୁ ଆଣିଲି। ମୁଁ ଯେଉଁ ଭୂମି ତୁମ୍ଭଙ୍କୁ ଦେଲି, ତାହା ମୁଁ ତୁମ୍ଭର ପୂର୍ବପୁରୁଷଙ୍କ ନିକଟରେ ଶପଥ କରିଥିଲି। ମୁଁ କହିଲି ଯେ, ମୁଁ ତୁମ୍ଭମାନଙ୍କ ସହିତ ଚୁକ୍ତି କଦାପି କୌଣସି ସମୟରେ ଲଙ୍ଘନ କରିବି ନାହିଁ। Viz kapitola |