Online Bible

- Reklamy -




ବିଚାରକର୍ତ୍ତା 2:11 - ଓଡିଆ ବାଇବେଲ

11 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ଅନନ୍ତର ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍ ଦେବତାଗଣର ସେବା କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ସଦାପ୍ରଭୁଙ୍କର ଦୃଷ୍ଟିରେ ଯାହା ମନ୍ଦ, ତାହା କଲେ ଓ ବାଲ୍‍ ଦେବତାଗଣର ସେବା କଲେ।

Viz kapitola kopírovat

ପବିତ୍ର ବାଇବଲ

11 ଏହା ପରେ ଇସ୍ରାଏଲର ଲୋକମାନେ ଯାହା ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ ସେହିପରି କାର୍ଯ୍ୟ କଲେ। ଇସ୍ରାଏଲର ଲୋକମାନେ ମିଥ୍ୟାବାଦୀ ବାଲ୍- ଦେବତାଙ୍କୁ ପୂଜା କଲେ।

Viz kapitola kopírovat




ବିଚାରକର୍ତ୍ତା 2:11

Následuj nás:

Reklamy


Reklamy