ବିଚାରକର୍ତ୍ତା 2:17 - ଓଡିଆ ବାଇବେଲ17 ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତା-ମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ତଥାପି ସେମାନେ ଆପଣାମାନଙ୍କ ବିଚାରକର୍ତ୍ତାମାନଙ୍କ କଥା ଶୁଣିଲେ ନାହିଁ, ମାତ୍ର ଅନ୍ୟ ଦେବତାଗଣର ଅନୁଗମନ କରି ବ୍ୟଭିଚାର କଲେ ଓ ସେମାନଙ୍କୁ ପ୍ରଣାମ କଲେ; ସେମାନଙ୍କର ପିତୃଲୋକମାନେ ସଦାପ୍ରଭୁଙ୍କ ଆଜ୍ଞା ପାଳନ କରି ଯେଉଁ ପଥରେ ଗମନ କଲେ, ସେମାନେ ତଦନୁସାରେ ନ କରି ସେହି ପଥରୁ ଶୀଘ୍ର ବିମୁଖ ହେଲେ। Viz kapitolaପବିତ୍ର ବାଇବଲ17 କିନ୍ତୁ ଇସ୍ରାଏଲର ଲୋକମାନେ, ସେମାନଙ୍କର ବିଗ୍ଭରକର୍ତ୍ତାଗଣଙ୍କ କଥାକୁ ଶୁଣିଲେ ନାହିଁ। ମାତ୍ର ସେମାନେ ଅନ୍ୟ ଦେବତାଗଣଙ୍କ ପଛରେ ବେଶ୍ୟାପରି ଗଲେ ଓ ପ୍ରଣାମ କଲେ। ସେମାନେ ସଦାପ୍ରଭୁଙ୍କ ଆଜ୍ଞାପାଳନ କଲେ ନାହିଁ, ଯେପରି ସେମାନଙ୍କର ପୂର୍ବପୁରୁଷମାନେ କରୁଥିଲେ, ତାହା ବଦଳରେ ସେମାନେ ସେ ପଥରୁ ଶୀଘ୍ର ବିମୁଖ ହେଲେ। Viz kapitola |