ବିଚାରକର୍ତ୍ତା 2:18 - ଓଡିଆ ବାଇବେଲ18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ପନ୍ନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT18 ଆଉ ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ କୌଣସି ବିଚାରକର୍ତ୍ତାକୁ ଉତ୍ଥାପନ କଲେ, ସେତେବେଳେ ସେହି ବିଚାରକର୍ତ୍ତାର ଜୀବନଯାଏ ସଦାପ୍ରଭୁ ତାହାର ସଙ୍ଗେ ସଙ୍ଗେ ଥାଇ ସେମାନଙ୍କୁ ସେମାନଙ୍କ ଶତ୍ରୁଗଣ ହସ୍ତରୁ ଉଦ୍ଧାର କଲେ; କାରଣ ଉପଦ୍ରବ ଓ ତାଡ଼ନାକାରୀମାନଙ୍କ ସକାଶୁ ସେମାନେ ଯେଉଁ କାତରୋକ୍ତି କଲେ, ତହିଁ ହେତୁ ସଦାପ୍ରଭୁ ସଦୟ ହେଲେ। Viz kapitolaପବିତ୍ର ବାଇବଲ18 ସଦାପ୍ରଭୁ ଯେତେବେଳେ ସେମାନଙ୍କ ନିମନ୍ତେ ଜଣେ ବିଗ୍ଭରକର୍ତ୍ତାଙ୍କୁ ବାଛିଲେ, ସେ ତାଙ୍କ ସଙ୍ଗରେ ଥିଲେ ଓ ସେ ସେମାନଙ୍କ ବିଗ୍ଭରକର୍ତ୍ତାର ଜୀବନକାଳ ପର୍ଯ୍ୟନ୍ତ ସେମାନଙ୍କର ଶତ୍ରୁମାନଙ୍କଠାରୁ ରକ୍ଷା କଲେ। ସଦାପ୍ରଭୁ ସେମାନଙ୍କ ପ୍ରତି ସଦୟ ହେଲେ, ଯେତେବେଳେ ସେମାନେ ଦୁଃଖ ଓ ତାଡ଼ନାରେ ଆସକ୍ତ ଥିଲେ। Viz kapitola |