ବିଚାରକର୍ତ୍ତା 2:23 - ଓଡିଆ ବାଇବେଲ23 ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଏଥିପାଇଁ ସଦାପ୍ରଭୁ ସେହି ଗୋଷ୍ଠୀୟ ଲୋକମାନଙ୍କୁ ଶୀଘ୍ର ତଡ଼ି ନ ଦେଇ ଅବା ଯିହୋଶୂୟଙ୍କ ହସ୍ତରେ ସେମାନଙ୍କୁ ସମର୍ପଣ ନ କରି ଅବଶିଷ୍ଟ ରଖିଲେ। Viz kapitolaପବିତ୍ର ବାଇବଲ23 ତେଣୁ ସଦାପ୍ରଭୁ ସେହି ଜାତିକୁ ଭୂମିରେ ରହିବା ପାଇଁ ଅନୁମତି ଦେଲେ। ସେ ସେମାନଙ୍କୁ ଜବରଦସ୍ତ ଶୀଘ୍ର ଦେଶ ପରିତ୍ୟାଗ କରାଇଲେ ନାହିଁ, ଅଥବା ଯିହୋଶୂୟଙ୍କ ହସ୍ତରେ ସମର୍ପଣ କଲେ ନାହିଁ। Viz kapitola |