Online Bible

- Reklamy -




ବିଚାରକର୍ତ୍ତା 2:5 - ଓଡିଆ ବାଇବେଲ

5 ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

5 ଏ ନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ୍ (ରୋଦନକାରୀ) ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏନିମନ୍ତେ ସେମାନେ ସେହି ସ୍ଥାନର ନାମ ବୋଖୀମ ରଖିଲେ; ପୁଣି ସେମାନେ ସେଠାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବଳିଦାନ କଲେ।

Viz kapitola kopírovat

ପବିତ୍ର ବାଇବଲ

5 ତେଣୁ ଇସ୍ରାଏଲର ଲୋକମାନେ ସ୍ଥାନର ନାମ ରଖିଲେ ବୋଖୀମ୍। ଏହି ବୋଖୀମଠାରେ ଇସ୍ରାଏଲ ବାସୀମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସେଠାରେ ବଳିଦାନ କଲେ।

Viz kapitola kopírovat




ବିଚାରକର୍ତ୍ତା 2:5

Následuj nás:

Reklamy


Reklamy