ବିଚାରକର୍ତ୍ତା 2:7 - ଓଡିଆ ବାଇବେଲ7 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)7 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଯିହୋଶୂୟଙ୍କର ଜୀବନଯାଏ ଓ ଯେଉଁ ପ୍ରାଚୀନମାନେ ଇସ୍ରାଏଲ ପକ୍ଷରେ ସଦାପ୍ରଭୁଙ୍କ କୃତ ସମସ୍ତ ମହତ କର୍ମ ଦେଖିଥିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଯିହୋଶୂୟଙ୍କ ଉତ୍ତାରେ ଜୀବିତ ଥିଲେ, ସେମାନଙ୍କ ଜୀବନଯାଏ ଲୋକମାନେ ସଦାପ୍ରଭୁଙ୍କ ସେବା କଲେ। Viz kapitolaପବିତ୍ର ବାଇବଲ7 ଇସ୍ରାଏଲର ଲୋକମାନେ ଯିହୋଶୂୟ ବଞ୍ଚିଥିବା ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ସେବା କଲେ। ସେମାନେ ସଦାପ୍ରଭୁଙ୍କ ସେବା ଅବ୍ୟାହତ ରଖିଲେ, ଯିହୋଶୂୟଙ୍କ ମୃତ୍ୟୁପରେ ଥିବା ସେମାନଙ୍କର ପ୍ରାଚୀନବର୍ଗ ଜୀବିତ ଥିବା ପର୍ଯ୍ୟନ୍ତ। ଇସ୍ରାଏଲ ଲୋକମାନଙ୍କ ପାଇଁ ସଦାପ୍ରଭୁ କି ଆଶ୍ଚର୍ଯ୍ୟ କର୍ମମାନ କରିଥିଲେ, ଏହି ବୃଦ୍ଧ ବ୍ୟକ୍ତିମାନେ ଦେଖିଥିଲେ। Viz kapitola |