ବିଚାରକର୍ତ୍ତା 2:9 - ଓଡିଆ ବାଇବେଲ9 ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର ସୀମା ମଧ୍ୟରେ ତାଙ୍କୁ କବର ଦେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ଵରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ତହୁଁ ଲୋକମାନେ ଗାଶ୍-ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମର ପର୍ବତମୟ ଦେଶସ୍ଥ ତିମ୍ନତ୍-ହେରସରେ ତାଙ୍କର ଅଧିକାର-ସୀମା ମଧ୍ୟରେ ତାଙ୍କୁ କବର ଦେଲେ। Viz kapitolaପବିତ୍ର ବାଇବଲ9 ଇସ୍ରାଏଲର ଲୋକମାନେ ଯିହୋଶୂୟଙ୍କୁ କବର ଦେଲେ। ସେମାନେ ଗାଶ୍ ପର୍ବତର ଉତ୍ତର ପାର୍ଶ୍ୱରେ ଇଫ୍ରୟିମ ପର୍ବତମୟ ଦେଶସ୍ଥ ତିମ୍ନତ୍ ହେରସରେ ତାଙ୍କର ନିଜର ଭୂମିରେ ତାଙ୍କୁ କବର ଦେଲେ। Viz kapitola |