Online Bible

- Reklamy -




ବିଚାରକର୍ତ୍ତା 20:13 - ଓଡିଆ ବାଇବେଲ

13 ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା। ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଏବେ ତୁମ୍ଭେମାନେ ସେହି ଗିବୀୟାର ପାପାଧମ ସନ୍ତାନମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା। ମାତ୍ର ବିନ୍ୟାମୀନ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଏବେ ତୁମ୍ଭେମାନେ ସେହି ଗିବୀୟାର ଦୁଷ୍ଟ ଲୋକମାନଙ୍କୁ ସମର୍ପଣ କର, ତହିଁରେ ଆମ୍ଭେମାନେ ସେମାନଙ୍କୁ ବଧ କରି ଇସ୍ରାଏଲ ମଧ୍ୟରୁ ଦୁଷ୍ଟତା ଦୂର କରିବା।” ମାତ୍ର ବିନ୍ୟାମୀନ୍ ଆପଣା ଭ୍ରାତା ଇସ୍ରାଏଲ-ସନ୍ତାନଗଣର ରବ ଶୁଣିବାକୁ ସମ୍ମତ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ

13 ଗିବିୟାର କୁକର୍ମକାରୀମାନଙ୍କୁ ଆମ୍ଭମାନଙ୍କ ହସ୍ତରେ ବର୍ତ୍ତମାନ ସମର୍ପଣ କର, ଯାହାଫଳରେ ଆମ୍ଭେମାନେ ସେମାନଙ୍କୁ ହତ୍ୟା କରି ପାରିବୁ ଏବଂ ଇସ୍ରାଏଲରୁ ଦୁଷ୍ଟତା ଦୂର କରିଦେବୁ।” ମାତ୍ର ବିନ୍ୟାମୀନ ଆପଣା ସମ୍ପର୍କୀୟ ଇସ୍ରାଏଲ ଲୋକମାନଙ୍କର କଥା ଅନୁସାରେ ସମ୍ମତ ହେଲେ ନାହିଁ।

Viz kapitola kopírovat




ବିଚାରକର୍ତ୍ତା 20:13

Následuj nás:

Reklamy


Reklamy