ବିଚାରକର୍ତ୍ତା 20:15 - ଓଡିଆ ବାଇବେଲ15 ସେହିଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍ ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ସେହିଦିନ ନଗରମାନରୁ ଆଗତ ବିନ୍ୟାମୀନ-ସନ୍ତାନଗଣର ଛବିଶ ହଜାର ଖଡ଼୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ସେହି ଦିନ ନଗରମାନରୁ ଆସିଥିବା ବିନ୍ୟାମୀନ୍-ସନ୍ତାନଗଣର ଛବିଶ ହଜାର ଖଡ୍ଗଧାରୀ ଲୋକ ଗଣିତ ହେଲେ, ଏହାଛଡ଼ା ଗିବୀୟା ନିବାସୀ ଲୋକମାନଙ୍କର ସାତ ଶହ ବଛା ଲୋକ ଗଣିତ ହେଲେ। Viz kapitolaପବିତ୍ର ବାଇବଲ15 ସେହି ଦିନ ନଗରମାନଙ୍କରୁ ଆସନ୍ତା ବିନ୍ୟାମୀନ ସନ୍ତାନଗଣର 26,000 ଖଡ଼୍ଗଧାରୀ ଲୋକ ଗଣିତ ହେଲେ। ଏହାଛଡ଼ା ଗିବିୟା ବାସୀ ଲୋକମାନଙ୍କର 700 ବଛା ବଛା ଲୋକ ଗଣିତ ହେଲେ। Viz kapitola |