Online Bible

- Reklamy -




ବିଚାରକର୍ତ୍ତା 20:18 - ଓଡିଆ ବାଇବେଲ

18 ଏଥିଉତ୍ତାରେ ଇସ୍ରାଏଲ ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଏ ଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବୈଥେଲକୁ ଯାଇ ପରମେଶ୍ଵରଙ୍କ ନିକଟରେ ପଚାରି କହିଲେ; ବିନ୍ୟାମୀନ-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ? ସଦାପ୍ରଭୁ କହିଲେ, ଯିହୁଦା ପ୍ରଥମେ ଯିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଏଥିଉତ୍ତାରେ ଇସ୍ରାଏଲ-ସନ୍ତାନଗଣ ଉଠି ବେଥେଲ୍‍କୁ ଯାଇ ପରମେଶ୍ୱରଙ୍କ ନିକଟରେ ପଚାରି କହିଲେ; “ବିନ୍ୟାମୀନ୍-ସନ୍ତାନଗଣ ସହିତ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ପକ୍ଷରୁ ପ୍ରଥମେ କିଏ ଯିବ?” ସଦାପ୍ରଭୁ କହିଲେ, “ଯିହୁଦା ପ୍ରଥମେ ଯିବ।”

Viz kapitola kopírovat

ପବିତ୍ର ବାଇବଲ

18 ଏହା ପରେ ଇସ୍ରାଏଲ ଲୋକମାନେ ବୈଥେଲହମକୁ ଗଲେ ଓ ସଦାପ୍ରଭୁଙ୍କୁ ପଗ୍ଭରିଲେ, “ବିନ୍ୟାମୀନ ପରିବାରବର୍ଗ ବିରୁଦ୍ଧରେ ଯୁଦ୍ଧ କରିବା ପାଇଁ ଆମ୍ଭମାନଙ୍କ ମଧ୍ୟରୁ ପ୍ରଥମେ କିଏ ଯିବ।” ସଦାପ୍ରଭୁ କହିଲେ, “ଯିହୁଦା ବଂଶର ଦଳ ପ୍ରଥମେ ଯିବ।”

Viz kapitola kopírovat




ବିଚାରକର୍ତ୍ତା 20:18

Následuj nás:

Reklamy


Reklamy